ବନ୍ଦ କରନ୍ତୁ

ଜିଲ୍ଲା ସମ୍ବନ୍ଧରେ

କେନ୍ଦୁଝର ଜିଲ୍ଲା ୧ ଜାନୁଆରୀ ୧୯୪୮ ମସିହାରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପ୍ରଶାସନିକ ଜିଲ୍ଲା ଭାବେ ଗଠିତ ହୋଇଥିଲା । କେନ୍ଦୁଝର ଜିଲ୍ଲାର ପୂର୍ବରେ ମୟୁରଭଞ୍ଜ ଜିଲ୍ଲା, ବାଲେଶ୍ୱର ଜିଲ୍ଲା ଓ ଭଦ୍ରକ ଜିଲ୍ଲା, ଦକ୍ଷିଣରେ ଯାଜପୁର ଜିଲ୍ଲା, ପଶ୍ଚିମରେ ଢ଼େଙ୍କାନାଳ ଜିଲ୍ଲା, ଅନୁଗୁଳ ଜିଲ୍ଲା ଓ ସୁନ୍ଦରଗଡ଼ ଜିଲ୍ଲା ଏବଂ ଉତ୍ତରରେ ଝାଡ଼ଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୂମ ଜିଲ୍ଲାମାନ ଅବସ୍ଥିତ । ଏହି ଜିଲ୍ଲାର କ୍ଷେତ୍ରଫଳ ୮,୩୦୩ ବର୍ଗ କି.ମି. ଅଟେ । ଭୌଗୋଳିକ ଅବସ୍ଥିତି ଅନୁସାରେ ଏହି ଜିଲ୍ଲା ୨୧.୧° ଉ.ରୁ ୨୨.୧୦° ଉ. ଅକ୍ଷାଂଶ ଏବଂ ୮୫.୧୧° ପୂ.ରୁ ୮୬.୨୨° ପୂ. ଦ୍ରାଘିମା ମଧ୍ୟରେ ଅବସ୍ଥିତ ଓ ସମୁଦ୍ର ପତ୍ତନଠାରୁ ହାରାହାରି ଉଚ୍ଚତା ୪୮୦ ମିଟର ।

ଅଧିକ ଦେଖନ୍ତୁ

ଅଧିକ...
ଶ୍ରୀ ଆଶିଷ ଠାକରେ , ଭା . ପ୍ର. ସେ
ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଆଶିଷ ଠାକରେ ,ଭା .ପ୍ର . ସେ

ଫଟୋ ଗାଲେରୀ